ଗଣନା ପୁସ୍ତକ 23:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ଵର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ରାଜାର ଜୟଧ୍ଵନି ସେମାନଙ୍କ ମଧ୍ୟରେ ଅଛି। Gade chapit laଓଡିଆ ବାଇବେଲ21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। Gade chapit laପବିତ୍ର ବାଇବଲ21 ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା। Gade chapit la |
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।