ଗଣନା ପୁସ୍ତକ 23:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ। Gade chapit laଓଡିଆ ବାଇବେଲ24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ। Gade chapit laପବିତ୍ର ବାଇବଲ24 ଦେଖ ସେହି ଲୋକମାନେ ସିଂହ ବିକ୍ରମରେ ଲଢ଼ୁଛନ୍ତି। ସେମାନେ ସିଂହ ପରି ଉଠୁଛନ୍ତି। ଯେପର୍ଯ୍ୟନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ଯ୍ୟନ୍ତ ଶୟନ କରିବ ନାହିଁ।” Gade chapit la |
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।