Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ବାଲାକବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ

25 ଅନନ୍ତର ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।”

Gade chapit la Kopi




ଗଣନା ପୁସ୍ତକ 23:25
3 Referans Kwoze  

ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”


ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”


Swiv nou:

Piblisite


Piblisite