ଗଣନା ପୁସ୍ତକ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’ Gade chapit laପବିତ୍ର ବାଇବଲ (Re-edited) - (BSI)7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଶାପ ଦିଅ; ପୁଣି ଆସ, ଇସ୍ରାଏଲକୁ ଅଭିଶପ୍ତ କରସ। Gade chapit laଓଡିଆ ବାଇବେଲ7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।” Gade chapit laପବିତ୍ର ବାଇବଲ7 ତହୁଁ ବିଲିୟମ କହିଲେ, “ମୋୟାବର ରାଜା ବାଲାକ୍, ଅରାମଠାରୁ ପୂର୍ବ ଦିଗସ୍ଥିତ ପର୍ବତ ଶ୍ରେଣୀରୁ ମୋତେ ଆଣିଅଛି। ‘ଆସ, ଏବଂ ମୋ’ ନିମନ୍ତେ ଯାକୁବକୁ ଶାପ ଦିଅ। ଇସ୍ରାଏଲକୁ ଅଭିଶାପ ଦେବା ପାଇଁ ଆଉଥରେ ଆସ।’ Gade chapit la |