Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”

Gade chapit la Kopi

ପବିତ୍ର ବାଇବଲ

12 ତହୁଁ ବିଲିୟମ ବାଲା‌କ୍‌କୁ କହିଲା, “ତୁମ୍ଭେ ମୋ’ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସେମାନଙ୍କୁ ଏହା କହିଥିଲି।

Gade chapit la Kopi




ଗଣନା ପୁସ୍ତକ 24:12
3 Referans Kwoze  

ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”


ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”


Swiv nou:

Piblisite


Piblisite