Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେବେ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।

Gade chapit la Kopi

ଓଡିଆ ବାଇବେଲ

13 ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।

Gade chapit la Kopi

ପବିତ୍ର ବାଇବଲ

13 ‘ଯଦି ବାଲାକ୍ ମୋତେ ସୁନା, ରୂପା ପୂର୍ଣ୍ଣ ଆପଣା ଗୃହ ଦେବେ, ତେବେ ମୁଁ ନିଜ ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରକୁ ଯାଇ ପାରିବି ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।’

Gade chapit la Kopi




ଗଣନା ପୁସ୍ତକ 24:13
6 Referans Kwoze  

ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”


ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।


ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।


ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।


Swiv nou:

Piblisite


Piblisite