ଗଣନା ପୁସ୍ତକ 24:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି; Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି; Gade chapit laଓଡିଆ ବାଇବେଲ15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି; Gade chapit laପବିତ୍ର ବାଇବଲ15 ଏଥିରେ ବିଲିୟମ କହିଲେ, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା। ଏହା ସେହି ମନୁଷ୍ୟର ବାର୍ତ୍ତା ଯିଏ ସ୍ପଷ୍ଟ ଭାବରେ ଦେଖେ। Gade chapit la |