Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଉତ୍ତାରେ ବିଲୀୟମ ଉଠି ସ୍ଵସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

25 ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ବିଲିୟମ ଉଠିଲା ଏବଂ ଗୃହକୁ ଫେରିଗଲା ଓ ବାଲାକ୍ ମଧ୍ୟ ନିଜ ବାଟରେ ଗ୍ଭଲିଗଲା।

Gade chapit la Kopi




ଗଣନା ପୁସ୍ତକ 24:25
5 Referans Kwoze  

ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।


ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।


ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”


ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”


ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।


Swiv nou:

Piblisite


Piblisite