Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ

35 ଇଫ୍ରୟିମ ପରିବାରବର୍ଗର ଗୋଷ୍ଠୀଗୁଡ଼ିକ ହେଲେ: ଶୂଥଲହଠାରୁ ଶୂଥଲହୀୟ ଗୋଷ୍ଠୀ, ବେଖରଠାରୁ ବେଖ୍ରୀୟ ଗୋଷ୍ଠୀ, ତହନଠାରୁ ତହନୀୟ ଗୋଷ୍ଠୀ।

Gade chapit la Kopi




ଗଣନା ପୁସ୍ତକ 26:35
4 Referans Kwoze  

ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;


ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।


ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।


Swiv nou:

Piblisite


Piblisite