Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନିଠାରୁ ଯିମ୍ନୀୟ ବଂଶ; ଯିସ୍ବିଠାରୁ ଯିସ୍ବୀୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ

44 ଆଶେର ପରିବାରବର୍ଗର ପରିବାରଗୁଡ଼ିକ ହେଲେ: ଯିମ୍ନଠାରୁ ଯିମ୍ନୀୟ ଗୋଷ୍ଠୀ; ଯି‌ସ୍‌ବିଠାରୁ ଯି‌ସ୍‌ବୀୟ ଗୋଷ୍ଠୀ; ବରିୟଠାରୁ ବରିୟୀୟ ଗୋଷ୍ଠୀ।

Gade chapit la Kopi




ଗଣନା ପୁସ୍ତକ 26:44
4 Referans Kwoze  

ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।


ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।


ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍‍କୀୟେଲଠାରୁ ମଲ୍‍କୀୟେଲୀୟ ବଂଶ।


Swiv nou:

Piblisite


Piblisite