ଗଣନା ପୁସ୍ତକ 26:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 “ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)53 ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। Gade chapit laଓଡିଆ ବାଇବେଲ53 “ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। Gade chapit laପବିତ୍ର ବାଇବଲ53 “ନାମ ସଂଖ୍ୟା ଅନୁସାରେ ସେମାନଙ୍କ ମଧ୍ୟରେ ଅଧିକାର ପାଇଁ ଦେଶ ବିଭକ୍ତ ହେବ। Gade chapit la |
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।