Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତ୍ଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ

57 ସେମାନେ ମଧ୍ୟ ଲେବୀର ପରିବାରବର୍ଗଙ୍କୁ ଗଣନା କଲେ। ଲେବୀୟ ପରିବାରବର୍ଗଗୁଡ଼ିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀୟ ଗୋଷ୍ଠୀ; କହାତଠାରୁ କହାତୀୟ ଗୋଷ୍ଠୀ; ମରାରିଠାରୁ ମରାରୀୟ ଗୋଷ୍ଠୀ।

Gade chapit la Kopi




ଗଣନା ପୁସ୍ତକ 26:57
12 Referans Kwoze  

ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।


ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”


ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।


“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”


ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।


Swiv nou:

Piblisite


Piblisite