Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।

Gade chapit la Kopi

ପବିତ୍ର ବାଇବଲ

6 ହିଷ୍ରୋଣଠାରୁ ହିଷ୍ରୋଣୀୟ ପରିବାର; କର୍ମ୍ମୀଠାରୁ କର୍ମ୍ମୀୟ ପରିବାର।

Gade chapit la Kopi




ଗଣନା ପୁସ୍ତକ 26:6
5 Referans Kwoze  

ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;


ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।


ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।


ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।


ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,


Swiv nou:

Piblisite


Piblisite