Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:63 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ଵାରା ଏସମସ୍ତେ ଗଣାଗଲେ।

Gade chapit la Kopi

ଓଡିଆ ବାଇବେଲ

63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।

Gade chapit la Kopi

ପବିତ୍ର ବାଇବଲ

63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସୀମାର ମୋୟାବ ପଦାରେ ଇସ୍ରାଏଲର ଲୋକମାନଙ୍କୁ ମୋଶା ଓ ଯାଜକ ଇଲିୟାସର ଗଣନା କଲେ।

Gade chapit la Kopi




ଗଣନା ପୁସ୍ତକ 26:63
5 Referans Kwoze  

ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,


ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।


ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।


ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।


Swiv nou:

Piblisite


Piblisite