Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:64 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

64 ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

64 ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ଵାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

64 ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

64 ମାତ୍ର ସୀନୟ ମରୁଭୂମିରେ ଇସ୍ରାଏଲ ଲୋକମାନଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ହେଲେ ଏମାନଙ୍କ ମଧ୍ୟରେ ନ ଥିଲା। ସେହି ଲୋକମାନେ ସମସ୍ତେ ମୃତ୍ୟୁବରଣ କରିଥିଲେ।

Gade chapit la Kopi




ଗଣନା ପୁସ୍ତକ 26:64
10 Referans Kwoze  

ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?


ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।


ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,


ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।


ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।


“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।


ପୁଣି ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି; ମିସରରୁ ବାହାରି ଆସିବା ସମସ୍ତ ଲୋକ ମଧ୍ୟରେ ଯେତେ ପୁରୁଷ ଥିଲେ, ଯୋଦ୍ଧା ମନୁଷ୍ୟ ସମସ୍ତେ, ମିସରରୁ ବାହାରି ଆସିଲା ଉତ୍ତାରେ ପ୍ରାନ୍ତର ମଧ୍ୟରେ ବାଟରେ ମଲେ।


Swiv nou:

Piblisite


Piblisite