ଗଣନା ପୁସ୍ତକ 27:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ତଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ। Gade chapit laଓଡିଆ ବାଇବେଲ17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।” Gade chapit laପବିତ୍ର ବାଇବଲ17 ମୁଁ ତୁମ୍ଭଙ୍କୁ ବିନୟ କରୁଛି ଏକ ପ୍ରତିନିଧି ବାଛିବାକୁ, ଯିଏ ସେମାନଙ୍କୁ ଆଗେଇ ନେବ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହି ପ୍ରକାରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମେଷପଲ ତୁଲ୍ୟ ହେବେ ନାହିଁ।” Gade chapit la |