Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

2 ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

2 ଏହି ପାଞ୍ଚ ଜଣ ମୋଶା, ଇଲିୟାସର ଯାଜକ, ଅଧିପତି ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Gade chapit la Kopi




ଗଣନା ପୁସ୍ତକ 27:2
10 Referans Kwoze  

ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।


“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;


ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


Swiv nou:

Piblisite


Piblisite