ଗଣନା ପୁସ୍ତକ 28:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। Gade chapit laଓଡିଆ ବାଇବେଲ10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। Gade chapit laପବିତ୍ର ବାଇବଲ10 ଏହି ହୋମବଳି, ନିତ୍ୟ ହୋମବଳି, ପେୟନୈବେଦ୍ୟ ସହିତ ପ୍ରତି ବିଶ୍ରାମବାରରେ ଉତ୍ସର୍ଗ କରିବ। Gade chapit la |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।