ଗଣନା ପୁସ୍ତକ 28:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ; Gade chapit laଓଡିଆ ବାଇବେଲ12 ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ; Gade chapit laପବିତ୍ର ବାଇବଲ12 ପୁଣି ପ୍ରତ୍ୟେକ ଷଣ୍ଢ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; Gade chapit la |