ଗଣନା ପୁସ୍ତକ 28:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ହେବ। Gade chapit laଓଡିଆ ବାଇବେଲ15 ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ। Gade chapit laପବିତ୍ର ବାଇବଲ15 ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ। Gade chapit la |