ଗଣନା ପୁସ୍ତକ 28:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ। Gade chapit laଓଡିଆ ବାଇବେଲ17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ। Gade chapit laପବିତ୍ର ବାଇବଲ17 ପୁଣି ସେହି ମାସର ପଞ୍ଚଦଶ ଦିବସରେ ଉତ୍ସବ ହେବା ଉଚିତ୍; ଏହା ସାତ ଦିନ ଯାଏ ପାଳିତ ହେବା ଉଚିତ୍ ଓ ଏହି ସାତ ଦିନ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବା ଉଚିତ୍। Gade chapit la |