Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,

Gade chapit la Kopi

ପବିତ୍ର ବାଇବଲ

22 ତୁମ୍ଭ ପାଇଁ ପ୍ରାୟଶ୍ଚିତ କରିବାକୁ ପାପାର୍ଥକ ନୈବେଦ୍ୟ ରୂପେ ଏକ ଛାଗ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 28:22
4 Referans Kwoze  

ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।


ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,


Swiv nou:

Piblisite


Piblisite