Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ

27 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ଢ, ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ମେଷଶାବକକୁ ହୋମବଳି ରୂପେ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 28:27
6 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;


ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।


ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ


ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।


Swiv nou:

Piblisite


Piblisite