Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Gade chapit la Kopi

ଓଡିଆ ବାଇବେଲ

28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Gade chapit la Kopi

ପବିତ୍ର ବାଇବଲ

28-29 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦା ଭକ୍ଷ୍ୟ ନୈବେଦ୍ୟ, ପୁଣି ସାତ ମେଷବତ୍ସ ମଧ୍ୟରୁ ପ୍ରତି ମେଷବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;

Gade chapit la Kopi




ଗଣନା ପୁସ୍ତକ 28:28
8 Referans Kwoze  

ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।


ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;


ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;


ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।


ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।


ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।


ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।


Swiv nou:

Piblisite


Piblisite