Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ଛଡ଼ା ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

31 ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।”

Gade chapit la Kopi

ପବିତ୍ର ବାଇବଲ

31 ତୁମ୍ଭେମାନେ ପ୍ରତିଦିନର ହୋମବଳି, ତହିଁର ଭକ୍ଷ୍ୟ ନୈବେଦ୍ୟ ସେମାନଙ୍କର ସମସ୍ତ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକ ନିଖୁଣ ହେବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 28:31
6 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;


ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।


ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।


Swiv nou:

Piblisite


Piblisite