ଗଣନା ପୁସ୍ତକ 28:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା। Gade chapit laଓଡିଆ ବାଇବେଲ6 ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା। Gade chapit laପବିତ୍ର ବାଇବଲ6 ଏହା ନିତ୍ୟ ହୋମବଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ସୀନୟ ପର୍ବତରେ ନିରୂପିତ ହୋଇଥିଲା। Gade chapit la |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।