Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ

Gade chapit la Kopi

ଓଡିଆ ବାଇବେଲ

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ପବିତ୍ର ବାଇବଲ

23 “ଆଉ ଚତୁର୍ଥ ଦିନରେ, ଦଶ ଗୋଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 29:23
3 Referans Kwoze  

ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।


ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,


କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।


Swiv nou:

Piblisite


Piblisite