Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

34 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଓ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ତୁମ୍ଭେମାନେ ଏହିସବୁ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 29:34
3 Referans Kwoze  

ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,


ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।


Swiv nou:

Piblisite


Piblisite