Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

35 “ଆଉ ଅଷ୍ଟମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ। ସେହି ଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।

Gade chapit la Kopi




ଗଣନା ପୁସ୍ତକ 29:35
8 Referans Kwoze  

ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।


ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।


ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,


ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।


“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।


ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।


Swiv nou:

Piblisite


Piblisite