Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ଗଣନା କରିବ।

Gade chapit la Kopi

ଓଡିଆ ବାଇବେଲ

15 “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”

Gade chapit la Kopi

ପବିତ୍ର ବାଇବଲ

15 “ଲେବୀୟମାନଙ୍କୁ ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବୟସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।”

Gade chapit la Kopi




ଗଣନା ପୁସ୍ତକ 3:15
17 Referans Kwoze  

ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।


ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।


“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।


ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।


ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।


ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।


ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।


ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।


କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।


ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


Swiv nou:

Piblisite


Piblisite