Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ୍ ଓ କହାତ୍ ଓ ମରାରି।

Gade chapit la Kopi

ଓଡିଆ ବାଇବେଲ

17 ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।

Gade chapit la Kopi

ପବିତ୍ର ବାଇବଲ

17 ଲେବୀର ତିନି ପୁତ୍ର ଥିଲେ ଓ ସେମାନଙ୍କର ନାମ ହେଲା ଗେର୍ଶୋନ, କହାତ୍ ଓ ମରାରି।

Gade chapit la Kopi




ଗଣନା ପୁସ୍ତକ 3:17
12 Referans Kwoze  

ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।


ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ‍, କହାତ ଓ ମରାରି।


Swiv nou:

Piblisite


Piblisite