Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ କହାତ୍ଠାରୁ ଅମ୍ରମୀୟ ବଂଶ ଓ ଯିଷ୍ହରୀୟ ବଂଶ ଓ ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

27 ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ

27 ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।

Gade chapit la Kopi




ଗଣନା ପୁସ୍ତକ 3:27
9 Referans Kwoze  

ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ


କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।


ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।


ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।


ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।


ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।


“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,


ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।


ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।


Swiv nou:

Piblisite


Piblisite