Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।

Gade chapit la Kopi

ପବିତ୍ର ବାଇବଲ

34 ପୁଣି ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।

Gade chapit la Kopi




ଗଣନା ପୁସ୍ତକ 3:34
5 Referans Kwoze  

ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।


ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।


ରୁବେନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।


ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।


ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


Swiv nou:

Piblisite


Piblisite