Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ଓଡିଆ ବାଇବେଲ

35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ପବିତ୍ର ବାଇବଲ

35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ପରିବାରବର୍ଗର ଅଧିପତି ହେବ। ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi




ଗଣନା ପୁସ୍ତକ 3:35
5 Referans Kwoze  

ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।


ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,


Swiv nou:

Piblisite


Piblisite