Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର।

Gade chapit la Kopi

ଓଡିଆ ବାଇବେଲ

40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର।”

Gade chapit la Kopi

ପବିତ୍ର ବାଇବଲ

40 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବୟସ୍କ ସମସ୍ତ ଗଣନା କର ଓ ସେମାନଙ୍କର ନାମ ତାଲିକା କର।

Gade chapit la Kopi




ଗଣନା ପୁସ୍ତକ 3:40
13 Referans Kwoze  

“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।


ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;


ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା]


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।


“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।


ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।”


Swiv nou:

Piblisite


Piblisite