Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।

Gade chapit la Kopi

ଓଡିଆ ବାଇବେଲ

42 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ

42 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଇସ୍ରାଏଲର ଲୋକ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।

Gade chapit la Kopi




ଗଣନା ପୁସ୍ତକ 3:42
2 Referans Kwoze  

ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।”


ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।


Swiv nou:

Piblisite


Piblisite