ଗଣନା ପୁସ୍ତକ 3:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ, Gade chapit laପବିତ୍ର ବାଇବଲ (Re-edited) - (BSI)46 ପୁଣି ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ, Gade chapit laଓଡିଆ ବାଇବେଲ46 ପୁଣି, ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ, Gade chapit laପବିତ୍ର ବାଇବଲ46 ଇସ୍ରାଏଲରେ ଲେବୀୟମାନଙ୍କଠାରୁ 273 ଅଧିକ ପ୍ରଥମଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚୟ ମୁକୁଳା ଯିବେ। Gade chapit la |