Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକ-ମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;

Gade chapit la Kopi

ଓଡିଆ ବାଇବେଲ

50 ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;

Gade chapit la Kopi

ପବିତ୍ର ବାଇବଲ

50 ଇସ୍ରାଏଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ 1,365 ଶେକଲ ନେଲେ।

Gade chapit la Kopi




ଗଣନା ପୁସ୍ତକ 3:50
9 Referans Kwoze  

ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।


ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।


Swiv nou:

Piblisite


Piblisite