Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ

51 ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ସେହି ମୁକ୍ତି ମୂଲ୍ୟ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।

Gade chapit la Kopi




ଗଣନା ପୁସ୍ତକ 3:51
11 Referans Kwoze  

ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।”


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।


ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;


ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।


ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।


Swiv nou:

Piblisite


Piblisite