ଗଣନା ପୁସ୍ତକ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ତାହାର ସ୍ଵାମୀ ଯେବେ ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ଵାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ। Gade chapit laଓଡିଆ ବାଇବେଲ12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ। Gade chapit laପବିତ୍ର ବାଇବଲ12 ମାତ୍ର ତା'ର ସ୍ୱାମୀ ଯଦି ଶୁଣିବା ପରେ ତାକୁ ଅସ୍ୱୀକାର କରେ, ତେବେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନେଇଥିବା ଶପଥସବୁ ବାତିଲ ହୋଇଯିବ। ତା'ର ସ୍ୱାମୀ ପ୍ରତିଜ୍ଞା ଭଙ୍ଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ। Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।