ଗଣନା ପୁସ୍ତକ 31:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ମୋଶା ଓ ଇଲୀୟାସର ଯାଜକ ଓ ମଣ୍ତଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ। Gade chapit laଓଡିଆ ବାଇବେଲ13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ। Gade chapit laପବିତ୍ର ବାଇବଲ13 ତା'ପରେ ମୋଶା, ଯାଜକ ଇଲିୟାସର ଓ ଲୋକମାନଙ୍କର ନେତୃଗଣ ସେମାନଙ୍କୁ ଦେଖିବାକୁ ଛାଉଣି ବାହାରକୁ ଗଲେ। Gade chapit la |