ଗଣନା ପୁସ୍ତକ 31:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଯାବତୀୟ ବସ୍ତ୍ର ଓ ଚର୍ମନିର୍ମିତ ଯାବତୀୟ ବସ୍ତୁ ଓ ଛାଗଲୋମନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ଵନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ। Gade chapit laଓଡିଆ ବାଇବେଲ20 ପୁଣି, ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।” Gade chapit laପବିତ୍ର ବାଇବଲ20 ତୁମ୍ଭେମାନେ ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ବସ୍ତୁ, ଛେଳି ଲୋମ ନିର୍ମିତ ବସ୍ତ୍ର ଓ କାଠ ନିର୍ମିତ ବସ୍ତୁ ବିଶୁଦ୍ଧ କରିବ।” Gade chapit la |