ଗଣନା ପୁସ୍ତକ 31:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Gade chapit laଓଡିଆ ବାଇବେଲ23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Gade chapit laପବିତ୍ର ବାଇବଲ23 ଯେଉଁ ଦ୍ରବ୍ୟ ଅଗ୍ନିରେ ପକାଯାଇ ପାରିବ ନାହିଁ ତାକୁ ଜଳରେ ଧୋଇ ଶୁଚି କରିବ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”