ଗଣନା ପୁସ୍ତକ 31:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର। Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ତଳୀର ମଧ୍ୟରେ ବିଭାଗ କର। Gade chapit laଓଡିଆ ବାଇବେଲ27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର। Gade chapit laପବିତ୍ର ବାଇବଲ27 ସେହିସବୁ ଜିନିଷକୁ ସମାନ ଭାବରେ ସୈନ୍ୟମାନଙ୍କ ମଧ୍ୟରେ ଓ ସମସ୍ତ ମଣ୍ତଳୀ ମଧ୍ୟରେ ବାଣ୍ଟି ଦିଅ। Gade chapit la |