ଗଣନା ପୁସ୍ତକ 31:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;” Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ। Gade chapit laଓଡିଆ ବାଇବେଲ30 ପୁଣି, ଇସ୍ରାଏଲ ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ; Gade chapit laପବିତ୍ର ବାଇବଲ30 ପୁଣି ଇସ୍ରାଏଲୀୟ ଲୋକମାନଙ୍କ ପ୍ରାପ୍ତ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁ ମଧ୍ୟରୁ ପ୍ରତି ପଗ୍ଭଶ୍ରୁ ଗୋଟିଏ ଲେଖାଏଁ ନେଇ ଲେବୀୟମାନଙ୍କୁ ଦିଅ। କାରଣ ସେମାନେ ସଦାପ୍ରଭୁଙ୍କର ପବିତ୍ର ତମ୍ବୁର ରକ୍ଷକ ଅଟନ୍ତି।” Gade chapit la |