Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ

7 ତହୁଁ ସେମାନେ ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, ପୁଣି ସେମାନେ ପ୍ରତ୍ୟେକ ପୁରୁଷଙ୍କୁ ବଧ କଲେ।

Gade chapit la Kopi




ଗଣନା ପୁସ୍ତକ 31:7
7 Referans Kwoze  

ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”


ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।


ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।


ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।


Swiv nou:

Piblisite


Piblisite