Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷଯାଏ ପ୍ରାନ୍ତରରେ ଭ୍ରମଣ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

13 “ଏହିରୂପେ ଇସ୍ରାଏଲର ଲୋକମାନଙ୍କ ଉପରେ ସଦାପ୍ରଭୁ କ୍ରୋଧ କଲେ, ସେ ସମସ୍ତ ଦୁଷ୍ଟ ପିଢ଼ି ନ ମଲା ପର୍ଯ୍ୟନ୍ତ, ସେ ସମସ୍ତଙ୍କୁ ଗ୍ଭଳିଶ୍ ବର୍ଷଯାଏ ମରୁଭୂମିରେ ଭ୍ରମଣ କରାଇଲେ।

Gade chapit la Kopi




ଗଣନା ପୁସ୍ତକ 32:13
15 Referans Kwoze  

ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।


ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,


ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।


ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।


ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।


Swiv nou:

Piblisite


Piblisite