ଗଣନା ପୁସ୍ତକ 32:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ। Gade chapit laଓଡିଆ ବାଇବେଲ14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ। Gade chapit laପବିତ୍ର ବାଇବଲ14 ଏଠାକୁ ଦେଖ, ତୁମ୍ଭେମାନେ ତୁମ୍ଭ ପିତୃଗଣଙ୍କ ପରି କାର୍ଯ୍ୟ କଲ, ତୁମ୍ଭେମାନେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢ଼ି ସଦାପ୍ରଭୁଙ୍କୁ ଇସ୍ରାଏଲର ଲୋକମାନଙ୍କ ପ୍ରତି କ୍ରୋଧିତ କରାଉଛ। Gade chapit la |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।