Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ଇସ୍ରାଏଲର ଲୋକମାନେ ପ୍ରତ୍ୟେକ ସେମାନଙ୍କର ଭୂମି ନ ପାଇବା ପର୍ଯ୍ୟନ୍ତ, ଆମ୍ଭେମାନେ ଆମ୍ଭେ ନିଜ ଘରକୁ ଫେରିଯାଉ ନାହିଁ।

Gade chapit la Kopi




ଗଣନା ପୁସ୍ତକ 32:18
2 Referans Kwoze  

ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”


Swiv nou:

Piblisite


Piblisite