Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ଯୁଦ୍ଧ କରିବାକୁ ପାର ହୋଇଯିବେ।

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”

Gade chapit la Kopi

ପବିତ୍ର ବାଇବଲ

27 ମାତ୍ର ଆମ୍ଭମାନଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଗରେ ଯର୍ଦ୍ଦନ ନଦୀ ପାର ହୋଇ ଯୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୁନିବ କହନ୍ତି।”

Gade chapit la Kopi




ଗଣନା ପୁସ୍ତକ 32:27
9 Referans Kwoze  

ସେସମୟରେ ରୁବେନ୍‍ର ସନ୍ତାନଗଣ ଓ ଗାଦ୍‍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;


ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।


ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।


ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।


ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”


ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।


Swiv nou:

Piblisite


Piblisite